ଲେବୀୟ ପୁସ୍ତକ 4:21 - ପବିତ୍ର ବାଇବଲ21 ତା'ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦଗ୍ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସନ୍ୟାୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ। See the chapterଓଡିଆ ବାଇବେଲ21 ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ସେ ଗୋବତ୍ସକୁ ଛାଉଣିର ବାହାରେ ନେଇ ପ୍ରଥମ ଗୋବତ୍ସ ତୁଲ୍ୟ ତାକୁ ଦଗ୍ଧ କରିବ; ତାହା ସମାଜର ପାପାର୍ଥକ ବଳିଦାନ। See the chapter |