ଲେବୀୟ ପୁସ୍ତକ 4:29 - ପବିତ୍ର ବାଇବଲ29 ପୁଣି ସେ ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। See the chapterଓଡିଆ ବାଇବେଲ29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି ସେ ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ସେହି ପାପାର୍ଥକ ବଳି ବଧ କରିବ। See the chapter |