ଲେବୀୟ ପୁସ୍ତକ 4:33 - ପବିତ୍ର ବାଇବଲ33 ପୁଣି ସେହି ପାପାର୍ଥକ ନୈବେଦ୍ୟର ମସ୍ତକରେ ହସ୍ତରଖି ହୋମବଳି ବଧ କରିବା ସ୍ଥାନରେ ତାକୁ ବଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତନିର୍ଭର ଦେଇ ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକି ବଧ କରିବ। See the chapterଓଡିଆ ବାଇବେଲ33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ସେହି ପାପାର୍ଥକ ବଳିର ମସ୍ତକରେ ହସ୍ତ ରଖି ହୋମବଳି ବଧ କରିବା ସ୍ଥାନରେ ପାପାର୍ଥକ ବଳିକୁ ବଧ କରିବ। See the chapter |