ଲେବୀୟ ପୁସ୍ତକ 5:7 - ପବିତ୍ର ବାଇବଲ7 “ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। See the chapterପବିତ୍ର ବାଇବଲ (Re-edited) - (BSI)7 ଆଉ, ସେ ଯେବେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ ଘୁଘୁ ବା ଦୁଇ କାପ୍ତାଛୁଆ ଆଣି ତହିଁରୁ ଗୋଟିକି ପାପ ନିମନ୍ତେ ଓ ଅନ୍ୟଟିକି ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। See the chapterଓଡିଆ ବାଇବେଲ7 ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। See the chapter |