ଲେବୀୟ ପୁସ୍ତକ 6:22 - ପବିତ୍ର ବାଇବଲ22 “ହାରୋଣଙ୍କ ପରେ ତାଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯେ ତାଙ୍କ ପଦରେ ଅଭିଷିକ୍ତ ଯାଜକ ହେବ, ସେ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ସମ୍ପୂର୍ଣ୍ଣ ଭାବରେ ଦଗ୍ଧ କରାଯିବା ଉଚିତ୍। ଏହା ସଦାପ୍ରଭୁଙ୍କର ଅଟେ। ଏହି ପ୍ରକାରେ ତାହା ସଦାସର୍ବଦା କରାଯିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ। See the chapterଓଡିଆ ବାଇବେଲ22 ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ହାରୋଣର ପୁତ୍ରଗଣ ମଧ୍ୟରୁ ଯେ ତାହାର ପଦରେ ଅଭିଷିକ୍ତ ଯାଜକ ହେବ, ସେ ତାହା ଉତ୍ସର୍ଗ କରିବ; ଏହା ଅନନ୍ତକାଳୀନ ବିଧିରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ଦଗ୍ଧ ହେବ। See the chapter |