ଲେବୀୟ ପୁସ୍ତକ 6:25 - ପବିତ୍ର ବାଇବଲ25 “ହାରୋଣ ଓ ତାଙ୍କ ପୁତ୍ରଗଣଙ୍କୁ କୁହ, ପାପରୁ ମୁକ୍ତି ପାଇବା ପାଇଁ ଏହା ହେଉଛି ପଶୁବଳି ଉତ୍ସର୍ଗ କରିବାର ବ୍ୟବସ୍ଥା। ଯେଉଁ ସ୍ଥାନରେ ହୋମବଳି ଉତ୍ସର୍ଗ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପମୋଚନ ପାଇଁ ପଶୁ ଉତ୍ସର୍ଗ କରାଯିବ। ଏହା ମହାପବିତ୍ର ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। See the chapterଓଡିଆ ବାଇବେଲ25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ପାପାର୍ଥକ ବଳିଦାନର ବ୍ୟବସ୍ଥା ଏହି; ଯେଉଁ ସ୍ଥାନରେ ହୋମବଳି ବଧ କରାଯାଏ, ସେହି ସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ପାପାର୍ଥକ ବଳି ବଧ କରାଯିବ; ତାହା ମହାପବିତ୍ର। See the chapter |