ଲେବୀୟ ପୁସ୍ତକ 7:19 - ପବିତ୍ର ବାଇବଲ19 “ଆଉ ଯଦି ତାହା କୌଣସି ଅଶୁଚି ବସ୍ତୁ ସଂସ୍ପର୍ଶରେ ଆସିଥାଏ, ତେବେ ତାହା ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ଅଗ୍ନିରେ ଦଗ୍ଧ କରାଯିବା ଉଚିତ୍। ଯେକୌଣସି ଶୁଚିମନ୍ତ ଲୋକ ସେହି ମଙ୍ଗଳାର୍ଥକ ବଳିରୁ ମାଂସ ଭୋଜନ କରି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ପ୍ରତ୍ୟେକ ଶୁଚି ଲୋକ ସେହି ମାଂସ ଭୋଜନ କରିବ। See the chapterଓଡିଆ ବାଇବେଲ19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେହି ମାଂସ କୌଣସି ଅଶୁଚି ବସ୍ତୁରେ ଲାଗିଲେ, ତାହା ଭୋଜନ କରାଯିବ ନାହିଁ; ତାହା ଅଗ୍ନିରେ ଦଗ୍ଧ ହେବ। ଆଉ, ସେହି ଶୁଚି ମାଂସ ପ୍ରତ୍ୟେକ ଶୁଚି ଲୋକ ଭୋଜନ କରିବ। See the chapter |