ଲେବୀୟ ପୁସ୍ତକ 7:23 - ପବିତ୍ର ବାଇବଲ23 “ଇସ୍ରାଏଲର ଲୋକମାନଙ୍କୁ କୁହ, ଗାଈ କି ମେଷ କି ଛାଗର ମେଦ ଭୋଜନ ନ କରିବା ପାଇଁ। See the chapterପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। See the chapterଓଡିଆ ବାଇବେଲ23 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ। See the chapter |