Online Bible

- Advertisements -




ଲେବୀୟ ପୁସ୍ତକ 8:10 - ପବିତ୍ର ବାଇବଲ

10 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ପବିତ୍ର ତମ୍ବୁ ଓ ତହିଁ ମଧ୍ୟରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।

See the chapter Copy

ଓଡିଆ ବାଇବେଲ

10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।

See the chapter Copy




ଲେବୀୟ ପୁସ୍ତକ 8:10

Follow us:

Advertisements


Advertisements