Online Bible

- Advertisements -




ଲେବୀୟ ପୁସ୍ତକ 8:35 - ପବିତ୍ର ବାଇବଲ

35 ତୁମ୍ଭେମାନେ ସାତ ଦିନ ଧରି ଦିବାରାତ୍ରି ସମାଗମ-ତମ୍ବୁ ଦ୍ୱାରରେ ରହିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ରକ୍ଷା ପାଇବ। ଏହା ପାଳନ ନ କଲେ ତୁମ୍ଭେମାନେ ମୃତ୍ୟୁବରଣ କରିବ କାରଣ ସଦାପ୍ରଭୁ ମୋତେ ଏହି ଆଜ୍ଞା ଦେଇଛନ୍ତି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନଯାଏ ସମାଗମ-ତମ୍ଵୁଦ୍ଵାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।

See the chapter Copy

ଓଡିଆ ବାଇବେଲ

35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”

See the chapter Copy




ଲେବୀୟ ପୁସ୍ତକ 8:35

Follow us:

Advertisements


Advertisements