Online Bible

- Advertisements -




ଲେବୀୟ ପୁସ୍ତକ 9:17 - ପବିତ୍ର ବାଇବଲ

17 ପୁଣି ହାରୋଣ ଭକ୍ଷ୍ୟ ନୈବେଦ୍ୟ ବେଦି ନିକଟକୁ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ଯଜ୍ଞବେଦି ଉପରେ ତାହା ଦ‌‌‌‌ଗ୍‌‌‌‌ଧ କଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେ ଭକ୍ଷ୍ୟ-ନୈବେଦ୍ୟ ଆଣି ତହିଁରୁ ମୁଠିଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।

See the chapter Copy

ଓଡିଆ ବାଇବେଲ

17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।

See the chapter Copy




ଲେବୀୟ ପୁସ୍ତକ 9:17

Follow us:

Advertisements


Advertisements