ଲୂକ ଲିଖିତ ସୁସମାଚାର 1:23 - ପବିତ୍ର ବାଇବଲ23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ। See the chapterପବିତ୍ର ବାଇବଲ (Re-edited) - (BSI)23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଗୃହକୁ ପ୍ରସ୍ଥାନ କଲେ। See the chapterଓଡିଆ ବାଇବେଲ23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ । See the chapterପବିତ୍ର ବାଇବଲ (CL) NT (BSI)23 ମନ୍ଦିରରେ ତାଙ୍କର ଉପାସନା ସମୟ ଶେଷ ହେବା ପରେ ଜିଖରିୟ ଗୃହକୁ ଫେରିଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। See the chapter |