ଲୂକ ଲିଖିତ ସୁସମାଚାର 1:70 - ପବିତ୍ର ବାଇବଲ70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ୟଦ୍ବକ୍ତାମାନଙ୍କ ମାଧ୍ୟମରେ ପରମେଶ୍ୱର ଏହା କରିବେ ବୋଲି କହିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)70 ପୁରାକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ଵାରା ଯେପରି କହିଥିଲେ, See the chapterଓଡିଆ ବାଇବେଲ70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, See the chapterପବିତ୍ର ବାଇବଲ (CL) NT (BSI)70 ବହୁ ପୂର୍ବରୁ ସେ ତାଙ୍କ ପବିତ୍ର ଭାବବାଦୀମାନଙ୍କ ମୁଖ ଦେଇ ପ୍ରତିଜ୍ଞା କରିଥିଲେ ଯେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, See the chapter |