ଲୂକ ଲିଖିତ ସୁସମାଚାର 10:2 - ପବିତ୍ର ବାଇବଲ2 ଯୀଶୁ ସେମାନଙ୍କୁ କହିଲେ, “ଅମଳ ହେବାକୁ ପ୍ରଚୁର ଫସଲ ପଡ଼ି ରହିଛି। କିନ୍ତୁ ମୂଲିଆ ଖୁବ୍ କମ୍। ତେଣୁ ଫସଲର ମାଲିକଙ୍କୁ ପ୍ରାର୍ଥନା କର ଯେ, ସେ ଯେପରି ତାହାଙ୍କର ଫସଲ କାଟିବା ପାଇଁ କାମ କରିବାକୁ ଅଧିକ ମୂଲିଆ ପଠାଇବେ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର କର୍ତ୍ତାଙ୍କ ନିକଟରେ ନିବେଦନ କର। See the chapterଓଡିଆ ବାଇବେଲ2 ପୁଣି, ସେ ସେମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର । See the chapterପବିତ୍ର ବାଇବଲ (CL) NT (BSI)2 ସେ ସେମାନଙ୍କୁ କହିଲେ, “ଫସଲ ପ୍ରଚୁର, କିନ୍ତୁ ଅମଳ କରିବାକୁ ମୂଲିଆଙ୍କ ସଂଖ୍ୟା ଅଳ୍ପ। କ୍ଷେତର ମାଲିକଙ୍କ ନିକଟରେ ପ୍ରାର୍ଥନା କର, ଯେପରି ସେ ତାଙ୍କର ଫସଲ ସଂଗ୍ରହ କରିବାକୁ ଅଧିକ ଲୋକ ପଠାଇବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। See the chapter |