ଲୂକ ଲିଖିତ ସୁସମାଚାର 10:8 - ପବିତ୍ର ବାଇବଲ8 “ଯଦି ତୁମ୍ଭେମାନେ ଗୋଟିଏ ନଗରକୁ ଯାଅ ଓ ସେଠାରେ ଯଦି ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ କରନ୍ତି, ତେବେ ତୁମ୍ଭେମାନଙ୍କୁ ସେମାନେ ଯାହା ଖାଦ୍ୟ ଦିଅନ୍ତି, ତାହା ଖାଅ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର, See the chapterଓଡିଆ ବାଇବେଲ8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, See the chapterପବିତ୍ର ବାଇବଲ (CL) NT (BSI)8 ଯେତେବେଳେ ତୁମେ କୌଣସି ଏକ ସହରକୁ ଯାଇ ଆତିଥ୍ୟ ପାଅ, ତୁମକୁ ଯାହା ପରିବେଷଣ କରାଯାଏ, ତାହା ଭୋଜନ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, See the chapter |