Online Bible

- Advertisements -




ଲୂକ ଲିଖିତ ସୁସମାଚାର 10:9 - ପବିତ୍ର ବାଇବଲ

9 ସେଠାରେ ରହୁଥିବା ଲୋଗୀଙ୍କୁ ସୁସ୍ଥ କର। ତା'ପରେ ସେମାନଙ୍କୁ କୁହ, ‘ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଖୁବ୍ ଶୀଘ୍ର ଆସି ପହଞ୍ଚିଯାଉଛି।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ସେସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।

See the chapter Copy

ଓଡିଆ ବାଇବେଲ

9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

9 ସେହି ସହରର ରୋଗୀମାନଙ୍କୁ ସୁସ୍ଥ କର ଓ ସେଠାକାର ଲୋକମାନଙ୍କୁ କୁହ, ‘ଈଶ୍ୱରଙ୍କ ରାଜ୍ୟ ତୁମର ନିକଟବର୍ତ୍ତୀ।’

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।

See the chapter Copy




ଲୂକ ଲିଖିତ ସୁସମାଚାର 10:9

Follow us:

Advertisements


Advertisements