ଲୂକ ଲିଖିତ ସୁସମାଚାର 12:9 - ପବିତ୍ର ବାଇବଲ9 କିନ୍ତୁ ଯେଉଁ ଲୋକ ଅନ୍ୟମାନଙ୍କ ଆଗରେ ଠିଆ ହୋଇ କୁହେ ଯେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ତେବେ ମୁଁ ମଧ୍ୟ ପରମେଶ୍ୱରଙ୍କ ଦୂତମାନଙ୍କ ଆଗରେ କହିବି ଯେ ସେ ଲୋକ ମୋ’ ନିଜ ଲୋକ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ସେ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ଵୀକାର କରାଯିବ। See the chapterଓଡିଆ ବାଇବେଲ9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ । See the chapterପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଯେ ମୋତେ ସର୍ବସାକ୍ଷାତରେ ଅଗ୍ରାହ୍ୟ କରେ, ମନୁଷ୍ୟପୁତ୍ର ଈଶ୍ୱରଙ୍କ ଦୂତମାନଙ୍କ ସମ୍ମୁଖରେ ମଧ୍ୟ ତାହାକୁ ଅଗ୍ରାହ୍ୟ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। See the chapter |