ଲୂକ ଲିଖିତ ସୁସମାଚାର 15:7 - ପବିତ୍ର ବାଇବଲ7 ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ। See the chapterପବିତ୍ର ବାଇବଲ (Re-edited) - (BSI)7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ଵତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ଵର୍ଗରେ ଅଧିକ ଆନନ୍ଦ ହେବ। See the chapterଓଡିଆ ବାଇବେଲ7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ । See the chapterପବିତ୍ର ବାଇବଲ (CL) NT (BSI)7 ମୁଁ ତୁମ୍ଭମାନଙ୍କୁ କହୁଛି, ସେହିପରି ଅନୁତାପ ଆବଶ୍ୟକ କରୁ ନ ଥିବା ଅନେଶ୍ୱତ ଧାର୍ମିକ ଲୋକମାନଙ୍କ ଅପେକ୍ଷା ଜଣେ ପାପୀ ମନ ଫେରାଇଲେ, ଈଶ୍ୱର ଅଧିକ ଆନନ୍ଦିତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।” See the chapter |