Online Bible

- Advertisements -




ଲୂକ ଲିଖିତ ସୁସମାଚାର 16:28 - ପବିତ୍ର ବାଇବଲ

28 ମୋର ପାଞ୍ଚ ଜଣ ଭାଇ ଅଛନ୍ତି। ଲାଜାର ମୋର ଭାଇମାନଙ୍କୁ ସତର୍କ କରାଇ ଦେବ। ତା'ହେଲେ ସେମାନେ ଏ ଯନ୍ତ୍ରଣା ଭୋଗ କରିବା ସ୍ଥାନକୁ ଆସିବେ ନାହିଁ।’

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସନ୍ତି, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବ।

See the chapter Copy

ଓଡିଆ ବାଇବେଲ

28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

28 ସେଠାରେ ମୋର ପାଞ୍ଚ ଭାଇ ଅଛନ୍ତି। ସେ ଯାଇ ସେମାନଙ୍କୁ ସତର୍କ କରାଇ ଦେଇ, ଯେପରି ସେମାନେ ଅନ୍ତତଃ ଏ ଯନ୍ତ୍ରଣାପୂର୍ଣ୍ଣ ସ୍ଥାନକୁ ଆସିବେ ନାହିଁ।’

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’

See the chapter Copy




ଲୂକ ଲିଖିତ ସୁସମାଚାର 16:28

Follow us:

Advertisements


Advertisements