ଲୂକ ଲିଖିତ ସୁସମାଚାର 16:7 - ପବିତ୍ର ବାଇବଲ7 “ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଗ୍ଭରିଲେ, ‘ତୁମ୍ଭର କେତେ ଋଣ ପରିଶୋଧ କରିବାକୁ ଅଛି?’ ଖାତକଟି କହିଲା, ‘ଶହେ ଭରଣ ଗହମ’, ଗୁମାସ୍ତା ତାହାଙ୍କୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।’ See the chapterପବିତ୍ର ବାଇବଲ (Re-edited) - (BSI)7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭ ଉପରେ କେତେ ପାଉଣା? ସେ କହିଲା, ଶହେ ଭରଣ ଗହମ। ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଅଶୀ ବୋଲି ଲେଖ। See the chapterଓଡିଆ ବାଇବେଲ7 ତାହା ପରେ ସେ ଆଉ ଜଣକୁ କହିଲା, ତୁମ୍ଭେ କେତେ ଧାର ନେଇଅଛ ? ସେ କହିଲା, ଶହେ ଭରଣ ଗହମ । ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ । See the chapterପବିତ୍ର ବାଇବଲ (CL) NT (BSI)7 ତା’ପରେ ସେ ଆଉ ଜଣକୁ ପଚାରିଲା, ‘ଆଉ ତୁ - କେତେ କରଜ କରିଛୁ?’ ସେ କହିଲା, ‘ଏକ ହଜାର ବସ୍ତା ଗହମ,’ ବେବର୍ତ୍ତା ତାକୁ କହିଲା, ‘ଏଇ ତୋର ରସିଦ୍, ଏଥିରେ ଆଠ ଶହ ବୋଲି ଲେଖିଦେ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’ See the chapter |