ଲୂକ ଲିଖିତ ସୁସମାଚାର 17:2 - ପବିତ୍ର ବାଇବଲ2 ଯେଉଁ ଲୋକ ଏଭଳି ଦୁର୍ବଳମାନଙ୍କ ମଧ୍ୟରୁ ଜଣକୁ ହେଲେ ପାପ କରିବା ପାଇଁ ପ୍ରବର୍ତ୍ତାଏ ତାହା ପାଇଁ ଏହା ବହୁତ ଖରାପ ହେବ। ବେକରେ ପଥର ବାନ୍ଧି ସମୁଦ୍ରରେ ବୁଡ଼ି ମରିବା ତା ପକ୍ଷରେ ଭଲ ହେବ। See the chapterପବିତ୍ର ବାଇବଲ (Re-edited) - (BSI)2 ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା। See the chapterଓଡିଆ ବାଇବେଲ2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା । See the chapterପବିତ୍ର ବାଇବଲ (CL) NT (BSI)2 ଏହି ନିରୀହମାନଙ୍କୁ ପାପରେ ପକାଇବା ଅପେକ୍ଷା ତା’ ବେକରେ ଚକି ବନ୍ଧା ଯାଇ ତାକୁ ସମୁଦ୍ରରେ ପକାଇ ଦେବା ବରଂ ତା’ ପାଇଁ ଶ୍ରେୟସ୍କର ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାଆନ୍ତା। See the chapter |