ଲୂକ ଲିଖିତ ସୁସମାଚାର 17:3 - ପବିତ୍ର ବାଇବଲ3 ତେଣୁ ସାବଧାନ ରୁହ। “ଯଦି ତୁମ୍ଭର ଭାଇ ପାପ କରେ, ତେବେ ତାକୁ କୁହ ଯେ ଭୁଲ୍ କରୁଛି। ସେ ଯଦି ଦୁଃଖ ପ୍ରକାଶ କରି ଆଉ ପାପ କରେ ନାହିଁ, ତେବେ ତାକୁ କ୍ଷମା ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ, ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। See the chapterଓଡିଆ ବାଇବେଲ3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ । See the chapterପବିତ୍ର ବାଇବଲ (CL) NT (BSI)3 ତେଣୁ ତୁମ୍ଭେମାନେ ଯାହା କର, ସେ ବିଷୟରେ ସତର୍କ ହୁଅ। “ଯଦି ତୁମର ଭାଇ ପାପ କରେ, ତାକୁ ଅନୁଯୋଗ କର ଏବଂ ସେ ଯଦି ଅନୁତାପ କରେ, ତାକୁ କ୍ଷମା ଦିଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ। See the chapter |