Online Bible

- Advertisements -




ଲୂକ ଲିଖିତ ସୁସମାଚାର 19:40 - ପବିତ୍ର ବାଇବଲ

40 କିନ୍ତୁ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାଯିବ। ଯଦି ମୋର ଶିଷ୍ୟମାନେ ଏସବୁ କଥା ନ କୁହନ୍ତି। ତାହାହେଲେ ଏ ପଥର ସବୁ ପାଟି କରି ତାହା ସବୁ କହିବେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।

See the chapter Copy

ଓଡିଆ ବାଇବେଲ

40 ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

40 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଛି, ଯଦି ସେମାନେ ତୁନି ହେବେ, ତା’ହେଲେ ପଥରଗୁଡ଼ା ଚିକ୍ରାର କରି ଉଠିବେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”

See the chapter Copy




ଲୂକ ଲିଖିତ ସୁସମାଚାର 19:40

Follow us:

Advertisements


Advertisements