ଲୂକ ଲିଖିତ ସୁସମାଚାର 19:8 - ପବିତ୍ର ବାଇବଲ8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।” See the chapterପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। See the chapterଓଡିଆ ବାଇବେଲ8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି । See the chapterପବିତ୍ର ବାଇବଲ (CL) NT (BSI)8 ଜଖିୟ ପ୍ରଭୁଙ୍କୁ କହିଲା, “ଗୁରୁ! ଶୁଣନ୍ତୁ! ମୁଁ ମୋ’ ସମ୍ପତ୍ତିର ଅଧେ ଦରିଦ୍ରମାନଙ୍କୁ ଦାନ କରିବି ଏବଂ ଯଦି ମୁଁ କାହାଠାରୁ କିଛି ଠକାଇ ନେଇଥାଏ, ତେବେ ଚାରି ଗୁଣରେ ତାକୁ ଫେରାଇ ଦେବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି। See the chapter |