ଲୂକ ଲିଖିତ ସୁସମାଚାର 2:3 - ପବିତ୍ର ବାଇବଲ3 ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ। See the chapterପବିତ୍ର ବାଇବଲ (Re-edited) - (BSI)3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। See the chapterଓଡିଆ ବାଇବେଲ3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ । See the chapterପବିତ୍ର ବାଇବଲ (CL) NT (BSI)3 ପ୍ରତ୍ୟେକେ ନିଜର ନାମ ତାଲିକାଭୁକ୍ତ କରିବା ପାଇଁ ପୈତୃକ ସହରକୁ ଗଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। See the chapter |