ଲୂକ ଲିଖିତ ସୁସମାଚାର 2:33 - ପବିତ୍ର ବାଇବଲ33 ଯୀଶୁଙ୍କ ବାପାମା ଯୀଶୁଙ୍କ ବିଷୟରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। See the chapterପବିତ୍ର ବାଇବଲ (Re-edited) - (BSI)33 ତାହାଙ୍କ ସମ୍ଵନ୍ଧୀୟ କଥିତ ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। See the chapterଓଡିଆ ବାଇବେଲ33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ । See the chapterପବିତ୍ର ବାଇବଲ (CL) NT (BSI)33 ଶିଶୁଙ୍କ ବିଷୟରେ ଶିମିୟୋନ୍ ଯାହା କହିଲେ, ତାଙ୍କର ପିତାମାତା ସେଥିରେ ଆଶ୍ଚର୍ଯ୍ୟ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ। See the chapter |