ଲୂକ ଲିଖିତ ସୁସମାଚାର 2:36 - ପବିତ୍ର ବାଇବଲ36 ସେତେବେଳେ ହାନ୍ନା ନାମରେ ଜଣେ ମହିଳା ଭବିଷ୍ୟଦ୍ବକ୍ତ୍ରୀ ମନ୍ଦିର ଭିତରେ ଥିଲେ। ସେ ଆଶେର ବଂଶର ଫିନୂୟେଲଙ୍କ ଝିଅ ଥିଲେ। ହାନ୍ନା ବହୁତ ବୁଢ଼ୀ ହୋଇ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ଯ୍ୟନ୍ତ ସେ ସ୍ୱାମୀଙ୍କ ସହିତ ରହିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)36 ଆଉ, ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର୍ ବଂଶଜ ଫିନୂୟେଲଙ୍କ କନ୍ୟା। ତାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ଵାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। See the chapterଓଡିଆ ବାଇବେଲ36 ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ । See the chapterପବିତ୍ର ବାଇବଲ (CL) NT (BSI)36 ଆଶେର୍ ବଂଶଜାତ ଫିନୁଏଲଙ୍କ କନ୍ୟା ହାନ୍ନା ନାମ୍ନୀ ଜଣେ ୮୪ ବର୍ଷ ବୟସ୍କା ବୃଦ୍ଧା ଥିଲେ। ସେ ଜଣେ ଭାବବାଦିନୀ ଥିଲେ। ବିବାହର ମାତ୍ର ସାତ ବର୍ଷ ପରେ ସେ ବିଧବା ହୋଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ। See the chapter |