Online Bible

- Advertisements -




ଲୂକ ଲିଖିତ ସୁସମାଚାର 2:4 - ପବିତ୍ର ବାଇବଲ

4 ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେ‌ଥ୍‌ଲେହିମକୁ ଗଲେ। ବେ‌ଥ୍‌ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରରୁ ଯିହୁଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;

See the chapter Copy

ଓଡିଆ ବାଇବେଲ

4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;

See the chapter Copy

ପବିତ୍ର ବାଇବଲ (CL) NT (BSI)

4 ଯୋସେଫ ରାଜା ଦାଉଦଙ୍କ ବଂଶଧର ଥିôବାରୁ ଗାଲିଲୀର ନାଜରିତ ସହରରୁ ଦାଉଦଙ୍କ ଜନ୍ମ ସ୍ଥାନ ଯିହୂଦାର ବେଥଲିହିମ ସହରକୁ ଗଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;

See the chapter Copy




ଲୂକ ଲିଖିତ ସୁସମାଚାର 2:4

Follow us:

Advertisements


Advertisements