ଲୂକ ଲିଖିତ ସୁସମାଚାର 2:51 - ପବିତ୍ର ବାଇବଲ51 ଯୀଶୁ ସେମାନଙ୍କ ସହିତ ନାଜରିତକୁ ଗଲେ। ସେ ବାପାମାଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମା ତଥାପି ଏହିସବୁ କଥା ନିଜ ମନ ଭିତରେ ରଖି ଚିନ୍ତା କରୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)51 ପରେ ସେ ସେମାନଙ୍କ ସାଙ୍ଗରେ ବାହୁଡ଼ି ନାଜରିତକୁ ଆସିଲେ ଓ ସେମାନଙ୍କର ବଶୀଭୂତ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହିସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ। See the chapterଓଡିଆ ବାଇବେଲ51 ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ । See the chapterପବିତ୍ର ବାଇବଲ (CL) NT (BSI)51 ଯୀଶୁ ସେମାନଙ୍କ ସଙ୍ଗେ ନାଜରିତକୁ ଫେରିଗଲେ ଓ ସେମାନଙ୍କର ବାଧ୍ୟ ହୋଇ ରହିଲେ। ତାଙ୍କର ମା’ ଏସବୁ ବିଷୟ ହୃଦୟରେ ସଞ୍ଚିତ କରି ରଖିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ। See the chapter |