ଲୂକ ଲିଖିତ ସୁସମାଚାର 20:41 - ପବିତ୍ର ବାଇବଲ41 ତା'ପରେ ଯୀଶୁ କହିଲେ, “ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? See the chapterପବିତ୍ର ବାଇବଲ (Re-edited) - (BSI)41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି? See the chapterଓଡିଆ ବାଇବେଲ41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି ? See the chapterପବିତ୍ର ବାଇବଲ (CL) NT (BSI)41 ଯୀଶୁ ସେମାନଙ୍କୁ ପଚାରିଲେ, “ମସୀହ ଯେ ଦାଉଦଙ୍କ ବଂଶଧର, ଏହା କିପରି କୁହାଯାଇପାରେ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି? See the chapter |