ଲୂକ ଲିଖିତ ସୁସମାଚାର 21:2 - ପବିତ୍ର ବାଇବଲ2 ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇ କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ, See the chapterଓଡିଆ ବାଇବେଲ2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ, See the chapterପବିତ୍ର ବାଇବଲ (CL) NT (BSI)2 ଏବଂ ସେ ମଧ୍ୟ ଦେଖିଲେ, ଜଣେ ଅତି ଦରିଦ୍ର ବିଧବା ସେଥିରେ ଦୁଇଟି ତମ୍ବା ପଇସା ପକାଉଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି କ୍ଷୁଦ୍ର ମୁଦ୍ରା ପକାଉଥିବା ଦେଖି କହିଲେ, See the chapter |