ଲୂକ ଲିଖିତ ସୁସମାଚାର 22:18 - ପବିତ୍ର ବାଇବଲ18 ମୁଁ ତୁମ୍ଭମାନଙ୍କୁ କହୁଛି ପରମେଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ପୁନର୍ବାର ଦ୍ରାକ୍ଷାରସ ପାନ କରିବି ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)18 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ। See the chapterଓଡିଆ ବାଇବେଲ18 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ । See the chapterପବିତ୍ର ବାଇବଲ (CL) NT (BSI)18 ମୁଁ ତୁମ୍ଭମାନଙ୍କୁ କହୁଛି, ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଉ ଏ ଦ୍ରାକ୍ଷାରସ ପାନ କରିବି ନାହିଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।” See the chapter |