Online Bible

- Advertisements -




ଲୂକ ଲିଖିତ ସୁସମାଚାର 22:22 - ପବିତ୍ର ବାଇବଲ

22 ପରମେଶ୍ୱର ଯେପରି ନିରୂପଣ କରିଛନ୍ତି, ମନୁଷ୍ୟପୁତ୍ର ସେହି ଅନୁସାରେ ମୃତ୍ୟୁ ଭୋଗ କରିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେଉଁ ଲୋକ ହତ ହେବା ପାଇଁ ଶତ୍ରୁ ହାତରେ ଦେଇଦେବ, ତା’ ପକ୍ଷରେ ଏହା ବହୁତ ଖରାପ ହେବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ଵାରା ସେ ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର!

See the chapter Copy

ଓଡିଆ ବାଇବେଲ

22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର !

See the chapter Copy

ପବିତ୍ର ବାଇବଲ (CL) NT (BSI)

22 ଈଶ୍ୱରଙ୍କ ସଙ୍କଳ୍ପ ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁ ଭୋଗ କରିବେ, କିନ୍ତୁ ଯେ ତାଙ୍କ ପ୍ରତି ବିଶ୍ୱାସଘାତକତା କରେ, ତା’ର ଶେଷ ଦଶା କି ଶୋଚନୀୟ ହେବ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!”

See the chapter Copy




ଲୂକ ଲିଖିତ ସୁସମାଚାର 22:22

Follow us:

Advertisements


Advertisements