ଲୂକ ଲିଖିତ ସୁସମାଚାର 22:29 - ପବିତ୍ର ବାଇବଲ29 ମୋର ପରମପିତା ମୋତେ ଗୋଟିଏ ରାଜ୍ୟ ଦେଇଛନ୍ତି। ମୋ’ ସହିତ ତୁମ୍ଭେମାନେ ମଧ୍ୟ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି। See the chapterପବିତ୍ର ବାଇବଲ (Re-edited) - (BSI)29 ଏଣୁ ମୋହର ପିତା ଯେପରି ମୋʼ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି, See the chapterଓଡିଆ ବାଇବେଲ29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି, See the chapterପବିତ୍ର ବାଇବଲ (CL) NT (BSI)29 ତେଣୁ ମୋର ପିତା ଶାସନ କରିବା ପାଇଁ ମୋତେ ଯେପରି କ୍ଷମତା ଦେଇଛନ୍ତି, ମୁଁ ତୁମ୍ଭମାନଙ୍କୁ ସେହିପରି କ୍ଷମତା ଦେବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି, See the chapter |