ଲୂକ ଲିଖିତ ସୁସମାଚାର 22:38 - ପବିତ୍ର ବାଇବଲ38 ଶିଷ୍ୟମାନେ କହିଲେ, ଦେଖନ୍ତୁ ପ୍ରଭୁ ଏଠାରେ ଦୁଇଟି ଖଣ୍ଡା ଅଛି, ଯୀଶୁ କହିଲେ, “ଦୁଇଟି ଖଣ୍ଡା ଯଥେଷ୍ଟ।” See the chapterପବିତ୍ର ବାଇବଲ (Re-edited) - (BSI)38 ସେଥିରେ ସେମାନେ କହିଲେ, ପ୍ରଭୋ, ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ତା ଅଛି। ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ। See the chapterଓଡିଆ ବାଇବେଲ38 ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ । See the chapterପବିତ୍ର ବାଇବଲ (CL) NT (BSI)38 ଶିଷ୍ୟମାନେ କହିଲେ, “ପ୍ରଭୁ, ଦେଖନ୍ତୁ, ଏଠାରେ ଦୁଇଟି ଖଣ୍ଡା ଅଛି!” ସେ ଉତ୍ତର ଦେଲେ, “ତାହା ଯଥେଷ୍ଟ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି। ପୁଣି, ସେ ସେମାନଙ୍କୁ କହିଲେ, “ଯଥେଷ୍ଟ।” See the chapter |