ଲୂକ ଲିଖିତ ସୁସମାଚାର 22:41 - ପବିତ୍ର ବାଇବଲ41 ତା'ପରେ ଯୀଶୁ ସେମାନଙ୍କଠାରୁ ପ୍ରାୟ ପଗ୍ଭଶ ମିଟର ଦୂରକୁ ଗଲେ। ସେ ଆଣ୍ଠୁ ମାଡ଼ି ବସି ପଡ଼ି ପ୍ରାର୍ଥନା କଲେ, See the chapterପବିତ୍ର ବାଇବଲ (Re-edited) - (BSI)41 ଆଉ, ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଜାନୁ ପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, See the chapterଓଡିଆ ବାଇବେଲ41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, See the chapterପବିତ୍ର ବାଇବଲ (CL) NT (BSI)41 ତା’ପରେ ସେ ସେମାନଙ୍କଠାରୁ ଅଳ୍ପ ଦୂରକୁ ଗଲେ ଏବଂ ଆଣ୍ଠୋଇ ପ୍ରାର୍ଥନା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, See the chapter |