ଲୂକ ଲିଖିତ ସୁସମାଚାର 22:46 - ପବିତ୍ର ବାଇବଲ46 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇ ପଡ଼ିଛ? ଉଠ ଓ ପରୀକ୍ଷାରେ ନ ପଡ଼ିବାକୁ ତଥା ଶକ୍ତିଲାଭ ପାଇଁ ପ୍ରାର୍ଥନା କର।” See the chapterପବିତ୍ର ବାଇବଲ (Re-edited) - (BSI)46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛଣ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର। See the chapterଓଡିଆ ବାଇବେଲ46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର । See the chapterପବିତ୍ର ବାଇବଲ (CL) NT (BSI)46 ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଶୋଇଛ? ତୁମ୍ଭେମାନେ ପରୀକ୍ଷାରେ ନ ପଡ଼ିବା ଲାଗି ଉଠି ପ୍ରାର୍ଥନା କର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।” See the chapter |