Online Bible

- Advertisements -




ଲୂକ ଲିଖିତ ସୁସମାଚାର 22:50 - ପବିତ୍ର ବାଇବଲ

50 ଏବଂ ଜଣେ ଶିଷ୍ୟ ଖଣ୍ଡା ବ୍ୟବହାର କଲା। ମହାଯାଜକଙ୍କର ଗ୍ଭକରର ଡାହାଣ କାନଟି ସେ କାଟି ପକାଇଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

50 ଆଉ, ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର ଡାହାଣ କାନ କାଟି ପକାଇଲେ।

See the chapter Copy

ଓଡିଆ ବାଇବେଲ

50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

50 ଏହା କହି ସେମାନଙ୍କ ମଧ୍ୟରୁ ଜଣେ ପ୍ରଧାନ ଯାଜକଙ୍କ ଦାସର ଡ଼ାହାଣ କାନ କାଟି ପକାଇଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ।

See the chapter Copy




ଲୂକ ଲିଖିତ ସୁସମାଚାର 22:50

Follow us:

Advertisements


Advertisements