ଲୂକ ଲିଖିତ ସୁସମାଚାର 22:56 - ପବିତ୍ର ବାଇବଲ56 ଜଣେ ଦାସୀ ପିତରଙ୍କୁ ସେଠାରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅରେ ଦେଖି ପାରିଲା। କନ୍ୟାଦାସୀଟି ମନ ଧ୍ୟାନ ଦେଇ ପିତରଙ୍କ ମୁହଁକୁ ଗ୍ଭହିଁଲା। ତା'ପରେ ସେ କହିଲା, “ଏ ଲୋକ ମଧ୍ୟ ତାହାଙ୍କ ସହିତ ଥିଲା।” See the chapterପବିତ୍ର ବାଇବଲ (Re-edited) - (BSI)56 ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା। See the chapterଓଡିଆ ବାଇବେଲ56 ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା । See the chapterପବିତ୍ର ବାଇବଲ (CL) NT (BSI)56 ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସି ଥିବାର ଦେଖି, ତାଙ୍କୁ ଅନାଇ କହିଲା, “ଏହି ଲୋକଟି ମଧ୍ୟ ଯୀଶୁଙ୍କ ସହିତ ଥିଲେ!” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା। See the chapter |