ଲୂକ ଲିଖିତ ସୁସମାଚାର 22:67 - ପବିତ୍ର ବାଇବଲ67 ସେମାନେ କହିଲେ, “ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ତାହା ଆମ୍ଭକୁ କୁହ।” ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି କୁହେ ଯେ ମୁଁ ଖ୍ରୀଷ୍ଟ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)67 କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ଵାସ କରିବେ ନାହି; See the chapterଓଡିଆ ବାଇବେଲ67 କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ; See the chapterପବିତ୍ର ବାଇବଲ (CL) NT (BSI)67 ସେମାନେ କହିଲେ, “ଆମକୁ କୁହ, ତୁମେ କ’ଣ ମସୀହ?” ସେ ଉତ୍ତର ଦେଲେ, “ମୁଁ ଯଦି ତୁମ୍ଭମାନଙ୍କୁ କହେ, ତୁମେ ମୋ’ କଥା ବିଶ୍ୱାସ କରିବ ନାହିଁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT67 କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ; See the chapter |