ଲୂକ ଲିଖିତ ସୁସମାଚାର 23:22 - ପବିତ୍ର ବାଇବଲ22 ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।” See the chapterପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ତର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା। See the chapterଓଡିଆ ବାଇବେଲ22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା । See the chapterପବିତ୍ର ବାଇବଲ (CL) NT (BSI)22 ପିଲାତ ତୃତୀୟ ଥର ସେମାନଙ୍କୁ କହିଲେ, “କିନ୍ତୁ ସେ କି ଦୋଷ କରିଛି? ସେ ମୃତ୍ୟୁ ଭୋଗିବା ଭଳି କୌଣସି କାର୍ଯ୍ୟ କରିଥିବା ମୁଁ ଦେଖି ନାହିଁ। ମୁଁ ତାକୁ କୋରଡ଼ା ପ୍ରହାର କରି ଛାଡ଼ି ଦେବି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା। See the chapter |