ଲୂକ ଲିଖିତ ସୁସମାଚାର 23:35 - ପବିତ୍ର ବାଇବଲ35 ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?” See the chapterପବିତ୍ର ବାଇବଲ (Re-edited) - (BSI)35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ, ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦ୍ରୂପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ଵରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ। See the chapterଓଡିଆ ବାଇବେଲ35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ । See the chapterପବିତ୍ର ବାଇବଲ (CL) NT (BSI)35 ଲୋକମାନେ ସେଠାରେ ଏସବୁ ଦେଖୁଥିଲେ। ଇହୁଦୀ ନେତାମାନେ ବିଦ୍ରୂପ କରି କହିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା। ଯଦି ସେ ଈଶ୍ୱରଙ୍କର ମନୋନୀତ ମସୀହ, ତେବେ ସେ ନିଜକୁ ରକ୍ଷା କରୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ। See the chapter |