ଲୂକ ଲିଖିତ ସୁସମାଚାର 23:4 - ପବିତ୍ର ବାଇବଲ4 ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,” See the chapterପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକ-ସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। See the chapterଓଡିଆ ବାଇବେଲ4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ । See the chapterପବିତ୍ର ବାଇବଲ (CL) NT (BSI)4 ତା’ପରେ ପିଲାତ ମୁଖ୍ୟ ଯାଜକ ଓ ଜନତାଙ୍କୁ କହିଲେ, “ଏ ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। See the chapter |