ଲୂକ ଲିଖିତ ସୁସମାଚାର 24:2 - ପବିତ୍ର ବାଇବଲ2 ସମାଧି ବନ୍ଦ କରିବା ପାଇଁ ତା'ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, See the chapterଓଡିଆ ବାଇବେଲ2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, See the chapterପବିତ୍ର ବାଇବଲ (CL) NT (BSI)2 ସେମାନେ ସମାଧି ମୁହଁରେ ଥିବା ପଥରଟି ଗଡ଼ି ଯାଇଥିବାର ଦେଖିଲେ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, See the chapter |