ଲୂକ ଲିଖିତ ସୁସମାଚାର 4:13 - ପବିତ୍ର ବାଇବଲ13 ଶୟତାନ ଯୀଶୁଙ୍କର ସବୁ ପ୍ରକାର ପରୀକ୍ଷା ନେଇ ସାରିଲା। ଆଉ ଟିକିଏ ଭଲ ସୁଯୋଗ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ସେ ଯୀଶୁଙ୍କୁ ଛାଡ଼ି ଗ୍ଭଲିଗଲା। See the chapterପବିତ୍ର ବାଇବଲ (Re-edited) - (BSI)13 ଶୟତାନ ସମସ୍ତ ପ୍ରକାର ପରୀକ୍ଷା ସମାପ୍ତ କଲା ଉତ୍ତାରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲା। See the chapterଓଡିଆ ବାଇବେଲ13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା । See the chapterପବିତ୍ର ବାଇବଲ (CL) NT (BSI)13 ଶୟତାନ ବିଭିନ୍ନ ଉପାୟରେ ଯୀଶୁଙ୍କୁ ପ୍ରଲୋଭନ ଦେଖାଇବା ପରେ କିଛି ସମୟ ପାଇଁ ତାଙ୍କୁ ଛାଡ଼ି ଚାଲିଗଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା। See the chapter |