ଲୂକ ଲିଖିତ ସୁସମାଚାର 4:32 - ପବିତ୍ର ବାଇବଲ32 ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। See the chapterଓଡିଆ ବାଇବେଲ32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା । See the chapterପବିତ୍ର ବାଇବଲ (CL) NT (BSI)32 ତାଙ୍କର ଶିକ୍ଷା ଦେବା ପ୍ରଣାଳୀରେ ସେମାନେ ସମସ୍ତେ ଆଚମ୍ବିତ ହେଲେ, କାରଣ ସେ କ୍ଷମତାର ସହ କଥା କହୁଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। See the chapter |