ଲୂକ ଲିଖିତ ସୁସମାଚାର 4:41 - ପବିତ୍ର ବାଇବଲ41 ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ। See the chapterପବିତ୍ର ବାଇବଲ (Re-edited) - (BSI)41 ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ଵରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରି-ଗଲେ। ଆଉ, ସେ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ। See the chapterଓଡିଆ ବାଇବେଲ41 ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ । ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ । See the chapterପବିତ୍ର ବାଇବଲ (CL) NT (BSI)41 “ତୁମେ ଈଶ୍ୱରଙ୍କ ପୁତ୍ର” ବୋଲି ଚିକ୍ରାର କରି ଭୂତମାନେ ମଧ୍ୟ ଅନେକଙ୍କଠାରୁ ବାହାରି ଗଲେ। ଯୀଶୁ ଭୂତମାନଙ୍କୁ କୌଣସି କଥା ନ କହିବା ପାଇଁ ଧମ ଦେଇ ସେମାନଙ୍କୁ ନୀରବ କଲେ; କାରଣ ସେ ମସୀହ ବୋଲି ସେମାନେ ଜାଣିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ। See the chapter |