Online Bible

- Advertisements -




ଲୂକ ଲିଖିତ ସୁସମାଚାର 5:10 - ପବିତ୍ର ବାଇବଲ

10 ଜେବଦୀଙ୍କ ଦୁଇ ପୁଅ ଯାକୁବ ଓ ଯୋହନ ମଧ୍ୟ ସେହିଭଳି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ଶିମୋନଙ୍କ ସାଙ୍ଗରେ ଏକାଠି କାମ କରୁଥିଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ। ବର୍ତ୍ତମାନଠାରୁ ତୁମ୍ଭେମାନେ ମାଛ ବଦଳରେ ମଣିଷକୁ ସଂଗ୍ରହ କରିବା କାମ କରିବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।

See the chapter Copy

ଓଡିଆ ବାଇବେଲ

10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

10 ଶିମୋନଙ୍କ ସଙ୍ଗୀ ଯାକୁବ ଓ ଯୋହନ ମଧ୍ୟ ସେହିପରି ବିସ୍ମିତ ହେଲେ। ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ବର୍ତ୍ତମାନଠାରୁ ତୁମେ ମନୁଷ୍ୟ ଧରିବ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”

See the chapter Copy




ଲୂକ ଲିଖିତ ସୁସମାଚାର 5:10

Follow us:

Advertisements


Advertisements