Online Bible

- Advertisements -




ଲୂକ ଲିଖିତ ସୁସମାଚାର 5:17 - ପବିତ୍ର ବାଇବଲ

17 ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି ଯିହୁଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ବ୍ୟବସ୍ଥାଧ୍ୟାପକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି, ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।

See the chapter Copy

ଓଡିଆ ବାଇବେଲ

17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।

See the chapter Copy

ପବିତ୍ର ବାଇବଲ (CL) NT (BSI)

17 ଦିନେ ଯୀଶୁ ଶିକ୍ଷା ଦେଉଥିବା ସମୟରେ ଗାଲିଲୀ ଓ ଯିହୂଦା ପ୍ରଦେଶର ସହରମାନଙ୍କରୁ ଓ ଯିରୂଶାଲମରୁ ଆସିଥିବା ଫାରୁଶୀ ଓ ଧର୍ମଗୁରୁମାନେ ସେଠାରେ ବସିଥିଲେ। ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ଯୀଶୁଙ୍କଠାରେ ପ୍ରଭୁଙ୍କ ଶକ୍ତି ଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।

See the chapter Copy




ଲୂକ ଲିଖିତ ସୁସମାଚାର 5:17

Follow us:

Advertisements


Advertisements