ଲୂକ ଲିଖିତ ସୁସମାଚାର 5:18 - ପବିତ୍ର ବାଇବଲ18 ସେତିକିବେଳେ କେତେକ ଲୋକ ଗୋଟିଏ ପକ୍ଷାଘାତ ରୋଗୀକୁ ଖଟରେ ବୋହିକରି ଯୀଶୁଙ୍କ ପାଖକୁ ଆଣିଲେ। ସେମାନେ ରୋଗୀଟିକୁ ଭିତରକୁ ଆଣି ଯୀଶୁଙ୍କ ଆଗରେ ରଖିବା ପାଇଁ ଚେଷ୍ଟା କଲେ। See the chapterପବିତ୍ର ବାଇବଲ (Re-edited) - (BSI)18 ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। See the chapterଓଡିଆ ବାଇବେଲ18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ । See the chapterପବିତ୍ର ବାଇବଲ (CL) NT (BSI)18 କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ତା’ ବିଛଣାରେ ବୋହି ଆଣିଲେ ଏବଂ ତାକୁ ଘର ଭିତରକୁ ଯୀଶୁଙ୍କ ଆଗକୁ ନେଇଯିବା ପାଇଁ ଚେଷ୍ଟା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। See the chapter |